ଭୁବନେଶ୍ୱର:ନବୀନ ପଟ୍ଟନାୟକ ଅସୁସ୍ଥବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସାମାନ୍ୟ ଅସୁସ୍ଥ।ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ।ଡିହାଇଡ୍ରେସନ କାରଣରୁ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ନବୀନନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ୱାଭାବିକ ଥିବା ସୂଚନା।