
ନୂଆଦିଲ୍ଲୀ:ଦାଦନ ରୋକିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ
-ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ
-ଯେଉଁ ରାଜ୍ୟକୁ ଦାଦନ ଯାଉଛନ୍ତି ସେହି ରାଜ୍ୟକୁ ଯିବ ଓଡ଼ିଶା ଟିମ୍
-କାହିଁକି ସେହି ରାଜ୍ୟକୁ ଯାଉଛନ୍ତି, ସେହି ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବୁ
-କାରଣ ଖୋଜାଯାଇ ନିରାକରଣ ବାହାର କରାଯିବ- କନକବର୍ଦ୍ଧନ
-ଧାନ କ୍ୱିଣ୍ଟାଲ ପିଛା ୮୦୦ ଟଙ୍କା ଇନ୍ପୁଟ୍ ସବସିଡି ଯୋଗୁଁ ଦାଦନ କମିଛି
-ସମ୍ପୂର୍ଣ୍ଣ ରୋକିବାକୁ ବିଭିନ୍ନ ଦିଗ ଉପରେ ଚର୍ଚ୍ଚା ଆଲୋଚନା କରୁଛୁ