
ସମ୍ବଲପୁର:ସମ୍ବଲପୁର ମହାନଗର ନିଗମ ନିର୍ବାଚନ ପାଇଁ ବାଟ ଖୋଲିଲା।୨୦୧୫ରେ ପ୍ରକାଶିତ ବିଜ୍ଞପ୍ତିକୁ ରଦ୍ଦ କଲେ ହାଇକୋର୍ଟ ।୬ ସପ୍ତାହ ଭିତରେ ସାନି ନିର୍ବାଚନ ବିଜ୍ଞପ୍ତି ପାଇଁ ନିର୍ଦ୍ଦେଶ । ସଂରକ୍ଷଣ ନିୟମ ଆଧାରରେ ସାନି ବିଜ୍ଞପ୍ତି ପାଇଁ କହିଲେ । ୨୦୧୫ ବିଜ୍ଞପ୍ତିରେ ୱାର୍ଡ ସଂରକ୍ଷଣ ୫୦% ଟପିବାରୁ ବିବାଦ ହୋଇଥିଲା ।୨୦୧୫ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ୍ କରି ମାମଲା ହାଇକୋର୍ଟକୁ ଆସିଥିଲା।