• About
  • Advertise
  • Privacy & Policy
  • Contact
Thursday, January 29, 2026
OD Times
Advertisement
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
OD Times
No Result
View All Result
Home Uncategorized

ଦେଶର ୪୭ ପ୍ରତିଶତ ମନ୍ତ୍ରୀଙ୍କ ଉପରେ ଆପରାଧିକ ମାମଲା

OD Times by OD Times
September 6, 2025
in Uncategorized
0
0
SHARES
1
VIEWS
Share on FacebookShare on Twitter

ନୂଆଦିଲ୍ଲୀ: ଦେଶରେ ୩୦୨ ଜଣ ମନ୍ତ୍ରୀ (ପାଖାପାଖି ୪୭ ପ୍ରତିଶତ) ନିଜ ଉପରେ ଆପରାଧିକ ମାମଲା ଥିବା କଥା ସ୍ୱୀକାର କରିଛନ୍ତି। ଏମାନଙ୍କୁ ମଧ୍ୟରୁ ୧୭୪ ଜଣ ମନ୍ତ୍ରୀଙ୍କ ଉପରେ ହତ୍ୟା, ଅପହରଣ ଓ ମହିଳାଙ୍କ ବିରୋଧରେ ଅପରାଧ ଭଳି ଗମ୍ଭୀର ଅଭିଯୋଗ ରହିଛି। ସେହିପରି କେନ୍ଦ୍ର ସରକାରଙ୍କ ୭୨ ମନ୍ତ୍ରୀଙ୍କ ମଧ୍ୟରୁ ୨୯ଜଣ (୪୦ ପ୍ରତିଶତ) ନିଜ ଉପରେ ଆପରାଧିକ ମାମଲା ଥିବା କଥା ସ୍ୱୀକାର କରିଛନ୍ତି। ନିର୍ବାଚନ ସୁଧାର ସଂସ୍ଥା ‘ଆସୋସିଏସନ ଫର୍‌‌ ଡେମୋକ୍ରାଟିକ ରିଫର୍ମ୍ସ’ (ଏଡିଆର) ଦ୍ୱାରା ପ୍ରକାଶିତ ରିପୋର୍ଟରେ ଏ ନେଇ ଉଲ୍ଲେଖ କରାଯାଇଛି। ଏଡିଆର ୨୭ ରାଜ୍ୟ, ୩ କେନ୍ଦ୍ର ଶାସିତ ଅଞ୍ଚଳ ଓ କେନ୍ଦ୍ର ସରକାରଙ୍କ ମୋଟ୍‌‌ ୬୪୩ ମନ୍ତ୍ରୀଙ୍କ ଶପଥ ପତ୍ର ବା ଆଫିଡେବିଟ୍‌‌ର ବିଶ୍ଲେଷଣ କରି ଏହି ନିଷ୍କର୍ସରେ ପହଞ୍ଚିଛି। ୨୦୨୦ ଓ ୨୦୨୫ ମଧ୍ୟରେ ଅନୁଷ୍ଠିତ ନିର୍ବାଚନ ଅବସରରେ ଦାଖଲ ହୋଇଥିବା ଶପଥ ପତ୍ରକୁ ଆଧାର କରି ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି ବୋଲି ଏଡିଆର ତରଫରୁ କୁହାଯାଇଛି। ୧୧ଟି ରାଜ୍ୟରେ ୬୦ ପ୍ରତିଶତ ମନ୍ତ୍ରୀ ଆପରାଧିକ ମାମଲାରେ ଅଭିଯୁକ୍ତ ଅଛନ୍ତି। ଏହିକ୍ରମରେ ଦେଖିବାକୁ ଗଲେ ବିଜେପିର ୩୩୬ ମନ୍ତ୍ରୀଙ୍କ ମଧ୍ୟରୁ ୧୩୬ ମନ୍ତ୍ରୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି ଓ ୮୮ ଜଣଙ୍କ ଉପରେ ଗମ୍ଭୀର ମାମଲା ରୁଜୁ କରାଯାଇଛି। ଅନ୍ୟପଟେ କଂଗ୍ରେସର ୬୧ ମନ୍ତ୍ରୀଙ୍କ ମଧ୍ୟରୁ ୪୫ ଜଣଙ୍କ ବିରୋଧରେ ମାମଲା ରହିଥିବା ବେଳେ ୧୮ଜଣଙ୍କ ବିରୋଧରେ ଗମ୍ଭୀର ମାମଲା ରହିଛି। ସେହିପରି ଡିଏମ୍‌‌କେର ୩୧ରୁ ୨୭, ଟିଏମ୍‌‌ସିର ୪୦ରୁ ୧୩, ଟିଡିପିର ୨୩ରୁ ୨୨ ଏବଂ ଆପ୍‌‌ର ୧୬ରୁ ୧୧ ଜଣ ବିରୋଧରେ ଆପରାଧିକ ମାମଲା ରହିଛି। ଉଲ୍ଲେଖଥାଉ କି, କିଛିଦିନ ତଳେ କେନ୍ଦ୍ର ସରକାର ଏକ ପ୍ରସ୍ତାବ ରଖିଥିଲେ। ଏହା ଅନୁସାରେ ଯେଉଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ଗମ୍ଭୀର ଆପରାଧିକ ମାମଲାରେ ୩୦ ଦିନ ଜେଲରେ ରହିବା ପରେ ପଦରୁ ହଟିବେ ବୋଲି କୁହାଯାଇଥିଲା

Previous Post

ମୋଦି ଜଣେ ଭଲ ପ୍ରଧାନମନ୍ତ୍ରୀ ସବୁବେଳେ ବନ୍ଧୁ ହୋଇ ରହିବେ ବୋଲି ଟ୍ରମ୍ପଙ୍କ ବୟାନ

Next Post

ଜିଏସ୍‌ଟି ପରିସରଭୁକ୍ତ ହୋଇପାରିଲାନି ପେଟ୍ରୋଲ ଓ ଡିଜେଲ୍‌ ରାଜିହେଲେନି ରାଜ୍ୟ, ସରକାର ତେଲ ଲିଟର ୩୫ ଟଙ୍କା କମିଥା’ନ୍ତା

OD Times

OD Times

Next Post

ଜିଏସ୍‌ଟି ପରିସରଭୁକ୍ତ ହୋଇପାରିଲାନି ପେଟ୍ରୋଲ ଓ ଡିଜେଲ୍‌ ରାଜିହେଲେନି ରାଜ୍ୟ, ସରକାର ତେଲ ଲିଟର ୩୫ ଟଙ୍କା କମିଥା’ନ୍ତା

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest

ଏଡିଟ ଦେବଜିତ୍ ନନ୍ଦୀ ଙ୍କ ବଢିଲା ଅଡୁଆ ତଦନ୍ତ କରିବ ୫ ଜଣିଆ କମିଟି ଏଡିସିିିଙ୍କୁ ଏଡିଟି ପଦବୀରେ ଥଇଥାନ ଘଟଣା

January 4, 2026

ଭୁବନେଶ୍ୱରର ଧୌଳି ଗାର୍ଡେନ୍‌ରେ ବିଶ୍ୱ ସମ୍ମିଳନୀ

December 21, 2025
ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

August 19, 2025

କ୍ୟାପିଟାଲ ରିଜିଅନ ୬ ଲେନ ରିଙ୍ଗ୍‌ ରୋଡ୍‌ ପାଇଁ କ୍ୟାବିନେଟ୍‌ ମୋହର

August 19, 2025
The Legend of Zelda: Breath of the Wild gameplay on the Nintendo Switch

The Legend of Zelda: Breath of the Wild gameplay on the Nintendo Switch

0
Shadow Tactics: Blades of the Shogun Review

Shadow Tactics: Blades of the Shogun Review

0
macOS Sierra review: Mac users get a modest update this year

macOS Sierra review: Mac users get a modest update this year

0
Hands on: Samsung Galaxy A5 2017 review

Hands on: Samsung Galaxy A5 2017 review

0

ବିଶିଷ୍ଟ ପାଲାଗାୟକ ପଣ୍ଡିତ ରମାକାନ୍ତ ମିଶ୍ରଙ୍କ ପରଲୋକ

January 28, 2026

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

January 28, 2026

ଶ୍ୱେତଗଙ୍ଗାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି

January 27, 2026

ବୋମାଭିଡ଼ିଲା ବେଳେ ବିସ୍ଫୋରଣ: ଡିସିପି

January 27, 2026

Recent News

ବିଶିଷ୍ଟ ପାଲାଗାୟକ ପଣ୍ଡିତ ରମାକାନ୍ତ ମିଶ୍ରଙ୍କ ପରଲୋକ

January 28, 2026

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

January 28, 2026

ଶ୍ୱେତଗଙ୍ଗାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି

January 27, 2026

ବୋମାଭିଡ଼ିଲା ବେଳେ ବିସ୍ଫୋରଣ: ଡିସିପି

January 27, 2026
OD Times

We bring you the best News Portal that you find for news, magazine, personal blog, etc. Check our landing page for details.

Follow Us

Browse by Category

  • Application
  • Fashion
  • Gadget
  • Gaming
  • Mobile
  • Review
  • Startup
  • Technology
  • Uncategorized
  • ଖାଦ୍ୟ
  • ଖେଳ
  • ଜୀବନଚର୍ଯ୍ୟା
  • ନ୍ୟୁଜ୍
  • ପର୍ବପର୍ବାଣୀ
  • ବିଜ୍ଞାନ
  • ବିଦେଶ
  • ବ୍ୟବସାୟ
  • ଭ୍ରମଣ
  • ମନୋରଞ୍ଜନ
  • ରାଜନୀତି
  • ସଂଗୀତ
  • ସିନେମା
  • ସ୍ୱାସ୍ଥ୍ୟ

Recent News

ବିଶିଷ୍ଟ ପାଲାଗାୟକ ପଣ୍ଡିତ ରମାକାନ୍ତ ମିଶ୍ରଙ୍କ ପରଲୋକ

January 28, 2026

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

January 28, 2026
  • About
  • Advertise
  • Privacy & Policy
  • Contact

© 2025 OD Times - Popular News Portal, Design by Kartikdesign.

No Result
View All Result
  • Home
  • ବ୍ୟବସାୟ
  • ରାଜନୀତି
  • ବିଦେଶ
  • Fashion

© 2025 OD Times - Popular News Portal, Design by Kartikdesign.