
ନୂଆପଡ଼ା ଉପନିର୍ବାଚନ; ଆଜି ଭୋଟର ଚିଠା…
-ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ
-ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା
-ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ସମୟସୀମା
-ଅକ୍ଟୋବର ୭ ତାରିଖରେ ସରିବ ଦାବି ଓ ଆପତ୍ତି ନିଷ୍ପତ୍ତି
-ଅକ୍ଟୋବର ୯ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା
-ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ