
-୧୭ରେ କଂଗ୍ରେସ ଭବନରେ କଂଗ୍ରେସ ବିଧାୟକ ଦଳର ବୈଠକ ବସିବ
-ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ ବସିବ ବୈଠକ
-କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବୈଠକ
-୧୭ ତାରିଖରେ ବିଜେପି ବିଧାୟକମାନଙ୍କ ବୈଠକ ବସିବା ସମ୍ଭାବନା
-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ
-ଉପସ୍ଥିତ ରହିବେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
-BJP ସା. ସମ୍ପାଦକ (ସଂଗଠନ) ମାନସ ମହାନ୍ତି ମଧ୍ୟ ଉପସ୍ଥିତ ରହିବେ.




