• About
  • Advertise
  • Privacy & Policy
  • Contact
Thursday, January 29, 2026
OD Times
Advertisement
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
OD Times
No Result
View All Result
Home Uncategorized

ଡିଜେ ଗାଡ଼ି ପାଇଁ STAର କଟକଣା : ମୂଳଢାଞ୍ଚାକୁ ପରିବର୍ତ୍ତନ ବିରୋଧରେ ସର୍କୁଲାର ଜାରି

OD Times by OD Times
September 17, 2025
in Uncategorized
0
0
SHARES
0
VIEWS
Share on FacebookShare on Twitter

ଡିଜେ ଗାଡି ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (ଏସଟିଏ)ର କଟକଣା । ମୂଳଢାଞ୍ଚାକୁ ବେଆଇନ ପରିବର୍ତ୍ତନ ବିରୋଧରେ ସର୍କୁଲାର ଜାରି କରାଯାଇଛି । ଗାଡିର ମୂଳ ଢାଞ୍ଚାରେ ପରିବର୍ତ୍ତନ ଓ ନିୟମ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ । ନିର୍ଦ୍ଧାରିତ ସୀମା ପାର ଶବ୍ଦ ଏବଂ ଆଲୋକ ବ୍ୟବସ୍ଥା ଉପରେ କଟକଣା ଲାଗିଛି। ଯାନରେ ଡିଜେ ସିଷ୍ଟମ, ଆମ୍ପ୍ଲିଫାୟର୍, ମିକ୍ସର, ଲେଜର ଲାଇଟ୍ କଣ୍ଟ୍ରୋଲର୍ ବେଆଇନ।ସାର୍ବଜନୀନ ସ୍ଥାନରେ ବେଆଇନ ବ୍ୟବହାର ବିରୋଧରେ ବି ଚେତାବନୀ ଦିଆଯାଇଛି। ଡିଜେ ଗାଡ଼ିର ଶବ୍ଦ, ଆଲୋକ ଅନ୍ୟ ସଡ଼କ ବ୍ୟବହାରକାରୀଙ୍କ ପାଇଁ ବିପଦ। ଲୋକଙ୍କ ସୁରକ୍ଷା ପାଇଁ ଏହି ଅସୁରକ୍ଷିତ ଡିଜେ ଗାଡ଼ିକୁ ରୋକିବା ଆବଶ୍ୟକ। ଏଥି ସହିତ ପାର୍ବଣ ଋତୁରେ ଏଭଳି ବେଆଇନ ଯାନକୁ ବ୍ୟବହାର ନକରିବାକୁ ଅନୁରୋଧ କରିବା ସହ ଆଇନ ଅନୁଯାୟୀ ଜରିମାନା ସହ ପଞ୍ଜୀକରଣ ଓ ଫିଟନେସ୍ ରଦ୍ଦ କରିବାକୁ କୁହାଯାଇଛି। ସାର୍ବଜନୀନ ସ୍ଥାନରେ ବେଆଇନ ବ୍ୟବହାର ବିରୋଧରେ ବି ଚେତାବନୀ ଦେଇଛନ୍ତି । ଏନେଇ ସମସ୍ତ ଆରଟିଓଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛି ଏସଟିଏ । ଡିଜେ ଗାଡି ଜବତ ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Previous Post

୮ ବର୍ଷ ପରେ ରାଉରକେଲା ଦୁଷ୍କର୍ମ ପୀଡ଼ିତାଙ୍କୁ ନ୍ୟାୟ

Next Post

ମହାନଦୀ ତଳମୁଣ୍ଡରେ ହେବ ୧୭ ବନ୍ଧ

OD Times

OD Times

Next Post

ମହାନଦୀ ତଳମୁଣ୍ଡରେ ହେବ ୧୭ ବନ୍ଧ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest

ଏଡିଟ ଦେବଜିତ୍ ନନ୍ଦୀ ଙ୍କ ବଢିଲା ଅଡୁଆ ତଦନ୍ତ କରିବ ୫ ଜଣିଆ କମିଟି ଏଡିସିିିଙ୍କୁ ଏଡିଟି ପଦବୀରେ ଥଇଥାନ ଘଟଣା

January 4, 2026

ଭୁବନେଶ୍ୱରର ଧୌଳି ଗାର୍ଡେନ୍‌ରେ ବିଶ୍ୱ ସମ୍ମିଳନୀ

December 21, 2025
ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

August 19, 2025

କ୍ୟାପିଟାଲ ରିଜିଅନ ୬ ଲେନ ରିଙ୍ଗ୍‌ ରୋଡ୍‌ ପାଇଁ କ୍ୟାବିନେଟ୍‌ ମୋହର

August 19, 2025
The Legend of Zelda: Breath of the Wild gameplay on the Nintendo Switch

The Legend of Zelda: Breath of the Wild gameplay on the Nintendo Switch

0
Shadow Tactics: Blades of the Shogun Review

Shadow Tactics: Blades of the Shogun Review

0
macOS Sierra review: Mac users get a modest update this year

macOS Sierra review: Mac users get a modest update this year

0
Hands on: Samsung Galaxy A5 2017 review

Hands on: Samsung Galaxy A5 2017 review

0

ବିଶିଷ୍ଟ ପାଲାଗାୟକ ପଣ୍ଡିତ ରମାକାନ୍ତ ମିଶ୍ରଙ୍କ ପରଲୋକ

January 28, 2026

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

January 28, 2026

ଶ୍ୱେତଗଙ୍ଗାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି

January 27, 2026

ବୋମାଭିଡ଼ିଲା ବେଳେ ବିସ୍ଫୋରଣ: ଡିସିପି

January 27, 2026

Recent News

ବିଶିଷ୍ଟ ପାଲାଗାୟକ ପଣ୍ଡିତ ରମାକାନ୍ତ ମିଶ୍ରଙ୍କ ପରଲୋକ

January 28, 2026

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

January 28, 2026

ଶ୍ୱେତଗଙ୍ଗାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି

January 27, 2026

ବୋମାଭିଡ଼ିଲା ବେଳେ ବିସ୍ଫୋରଣ: ଡିସିପି

January 27, 2026
OD Times

We bring you the best News Portal that you find for news, magazine, personal blog, etc. Check our landing page for details.

Follow Us

Browse by Category

  • Application
  • Fashion
  • Gadget
  • Gaming
  • Mobile
  • Review
  • Startup
  • Technology
  • Uncategorized
  • ଖାଦ୍ୟ
  • ଖେଳ
  • ଜୀବନଚର୍ଯ୍ୟା
  • ନ୍ୟୁଜ୍
  • ପର୍ବପର୍ବାଣୀ
  • ବିଜ୍ଞାନ
  • ବିଦେଶ
  • ବ୍ୟବସାୟ
  • ଭ୍ରମଣ
  • ମନୋରଞ୍ଜନ
  • ରାଜନୀତି
  • ସଂଗୀତ
  • ସିନେମା
  • ସ୍ୱାସ୍ଥ୍ୟ

Recent News

ବିଶିଷ୍ଟ ପାଲାଗାୟକ ପଣ୍ଡିତ ରମାକାନ୍ତ ମିଶ୍ରଙ୍କ ପରଲୋକ

January 28, 2026

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

January 28, 2026
  • About
  • Advertise
  • Privacy & Policy
  • Contact

© 2025 OD Times - Popular News Portal, Design by Kartikdesign.

No Result
View All Result
  • Home
  • ବ୍ୟବସାୟ
  • ରାଜନୀତି
  • ବିଦେଶ
  • Fashion

© 2025 OD Times - Popular News Portal, Design by Kartikdesign.