ମହାନଦୀ ତଳମୁଣ୍ଡରେ ନିର୍ମାଣ ହେବ ୧୭ ଗୋଟି ବନ୍ଧ*
*-ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର*
*-‘୧୫ ଗୋଟି ଆନ୍ତଃନଦୀ ଜଳାଶୟ ପ୍ରକଳ୍ପ ଓ ୪୪ଟି ବ୍ୟାରେଜ୍ ନିର୍ମାଣ ହେବ’*
*-‘ଏଥିପାଇଁ କେନ୍ଦ୍ର ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି’*
*-‘ଜଳ ସଂକଟର ମୁକାବିଲା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି’.*