• About
  • Advertise
  • Privacy & Policy
  • Contact
Thursday, January 29, 2026
OD Times
Advertisement
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
OD Times
No Result
View All Result
Home Uncategorized

ଶିକ୍ଷକ, ଶିକ୍ଷୟତ୍ରୀଙ୍କ ବଦଳି ଏବଂ ନିଯୁକ୍ତିନେଇ ନୀତି ପ୍ରସ୍ତୁତ

OD Times by OD Times
September 19, 2025
in Uncategorized
0
0
SHARES
1
VIEWS
Share on FacebookShare on Twitter

ଭୁବନେଶ୍ବର: ଗଣଶିକ୍ଷା ବିଭାଗରେ ଶିକ୍ଷକ, ଶିକ୍ଷୟତ୍ରୀଙ୍କ ବଦଳି ଏବଂ ନିଯୁକ୍ତିନେଇ ନୀତି ପ୍ରସ୍ତୁତ । ସାଧାରଣ ପ୍ରଶାସନ ବିଭାଗ ନିୟମ ଅନୁସାରେ ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ୍ ୧୫ ମଧ୍ୟରେ ହେବ । ଏଥିସହ ନିଜ ଜିଲ୍ଲାରେ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି । ନିଜ ଜିଲ୍ଲାରେ ନିଯୁକ୍ତି ନ ଦେବାକୁ ହୋଇଛି ସ୍ଥିର । ନିଜ ଜିଲ୍ଲାରେ ନିଯୁକ୍ତି ପାଇଲେ ବି ତାଙ୍କୁ ନିଜ ବ୍ଲକରେ ରହିବାକୁ ଅନୁମତି ଦିଆଯିବ ନାହିଁ । ସେହିପରି ଜିଲ୍ଲା କ୍ୟାଡର କୌଣସି ଅଧିକାରୀ କିମ୍ବା କର୍ମଚାରୀ ଯେଉଁଠି ନିଯୁକ୍ତି ପାଇଥିବେ ସେଠାରେ ଅତି କମରେ ୩ ବର୍ଷ ରହିବା ପରେ ବଦଳି ହେବାକୁ ଯୋଗ୍ୟତା ଅର୍ଜନ କରିବେ । ଗୋଟିଏ ସ୍ଥାନରେ ୬ ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ । ଯଦି କୌଣସି ଅଧିକାରୀ ନିଜ ଚାକିରି ସମୟର ୫ ବର୍ଷ ଅବିଭକ୍ତ କେବିକେ, ଗଜପତି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ପୂରଣ କରିଥିବେ ତେବେ ସେ ଅନ୍ୟ ଜିଲ୍ଲାକୁ ବଦଳି ହୋଇପାରିବେ ।
ଅନ୍ୟ ଜିଲ୍ଲାରେ ୧୦ ବର୍ଷ ପୂରଣ କରିଥିବା ଅଧିକାରୀମାନେ ଅବିଭକ୍ତ କେବିକେ, ଗଜପତି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ନିଯୁକ୍ତ ହେବେ । ଯଦି ସ୍ବାମୀ-ସ୍ତ୍ରୀ ସରକାରୀ କର୍ମଚାରୀ ହୋଇଥାନ୍ତି ତାହା ହେଲେ ସେମାନଙ୍କୁ ନିକଟସ୍ଥ କିମ୍ବା ପାଖ ଅଞ୍ଚଳରେ ନିଯୁକ୍ତି ଦିଆଯାଇପାରିବ। ଅବସର ଗ୍ରହଣ କରିବାକୁ ଦୁଇ ବର୍ଷ ଥିବା ଅଧିକାରୀଙ୍କୁ ଯେଉଁଠାରେ ଅଛନ୍ତି ସେଠାରେ ରଖିବା କିମ୍ବା ସେମାନେ ନିଜ ଜିଲ୍ଲାକୁ ବଦଳି ହୋଇପାରିବେ । କମିଟି ମାଧ୍ୟମରେ ବଦଳି ଓ ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବାକୁ ବିଭାଗ ନିଷ୍ପତ୍ତି ନେଇଛି ।

Previous Post

ଫ୍ୟାମିଲିପ୍ଲାନିଂ ଅସ୍ତ୍ରୋପଚାର ମେସିନ୍‌ ଅଚଳ

Next Post

ପାଣିରେ ଭାସିଲା ୫୦୦ ଟାଙ୍କିଆ ନୋଟ

OD Times

OD Times

Next Post

ପାଣିରେ ଭାସିଲା ୫୦୦ ଟାଙ୍କିଆ ନୋଟ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest

ଏଡିଟ ଦେବଜିତ୍ ନନ୍ଦୀ ଙ୍କ ବଢିଲା ଅଡୁଆ ତଦନ୍ତ କରିବ ୫ ଜଣିଆ କମିଟି ଏଡିସିିିଙ୍କୁ ଏଡିଟି ପଦବୀରେ ଥଇଥାନ ଘଟଣା

January 4, 2026

ଭୁବନେଶ୍ୱରର ଧୌଳି ଗାର୍ଡେନ୍‌ରେ ବିଶ୍ୱ ସମ୍ମିଳନୀ

December 21, 2025
ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

August 19, 2025

କ୍ୟାପିଟାଲ ରିଜିଅନ ୬ ଲେନ ରିଙ୍ଗ୍‌ ରୋଡ୍‌ ପାଇଁ କ୍ୟାବିନେଟ୍‌ ମୋହର

August 19, 2025
The Legend of Zelda: Breath of the Wild gameplay on the Nintendo Switch

The Legend of Zelda: Breath of the Wild gameplay on the Nintendo Switch

0
Shadow Tactics: Blades of the Shogun Review

Shadow Tactics: Blades of the Shogun Review

0
macOS Sierra review: Mac users get a modest update this year

macOS Sierra review: Mac users get a modest update this year

0
Hands on: Samsung Galaxy A5 2017 review

Hands on: Samsung Galaxy A5 2017 review

0

ବିଶିଷ୍ଟ ପାଲାଗାୟକ ପଣ୍ଡିତ ରମାକାନ୍ତ ମିଶ୍ରଙ୍କ ପରଲୋକ

January 28, 2026

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

January 28, 2026

ଶ୍ୱେତଗଙ୍ଗାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି

January 27, 2026

ବୋମାଭିଡ଼ିଲା ବେଳେ ବିସ୍ଫୋରଣ: ଡିସିପି

January 27, 2026

Recent News

ବିଶିଷ୍ଟ ପାଲାଗାୟକ ପଣ୍ଡିତ ରମାକାନ୍ତ ମିଶ୍ରଙ୍କ ପରଲୋକ

January 28, 2026

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

January 28, 2026

ଶ୍ୱେତଗଙ୍ଗାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି

January 27, 2026

ବୋମାଭିଡ଼ିଲା ବେଳେ ବିସ୍ଫୋରଣ: ଡିସିପି

January 27, 2026
OD Times

We bring you the best News Portal that you find for news, magazine, personal blog, etc. Check our landing page for details.

Follow Us

Browse by Category

  • Application
  • Fashion
  • Gadget
  • Gaming
  • Mobile
  • Review
  • Startup
  • Technology
  • Uncategorized
  • ଖାଦ୍ୟ
  • ଖେଳ
  • ଜୀବନଚର୍ଯ୍ୟା
  • ନ୍ୟୁଜ୍
  • ପର୍ବପର୍ବାଣୀ
  • ବିଜ୍ଞାନ
  • ବିଦେଶ
  • ବ୍ୟବସାୟ
  • ଭ୍ରମଣ
  • ମନୋରଞ୍ଜନ
  • ରାଜନୀତି
  • ସଂଗୀତ
  • ସିନେମା
  • ସ୍ୱାସ୍ଥ୍ୟ

Recent News

ବିଶିଷ୍ଟ ପାଲାଗାୟକ ପଣ୍ଡିତ ରମାକାନ୍ତ ମିଶ୍ରଙ୍କ ପରଲୋକ

January 28, 2026

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

January 28, 2026
  • About
  • Advertise
  • Privacy & Policy
  • Contact

© 2025 OD Times - Popular News Portal, Design by Kartikdesign.

No Result
View All Result
  • Home
  • ବ୍ୟବସାୟ
  • ରାଜନୀତି
  • ବିଦେଶ
  • Fashion

© 2025 OD Times - Popular News Portal, Design by Kartikdesign.