
ଶ୍ରୀମୟୀ_ମିଶ୍ର_ବିଜେଡିରୁ_ସସ୍ପେଣ୍ଡ*
👉ବିଜେଡିରୁ ଶ୍ରୀମୟୀ ମିଶ୍ର ସସ୍ପେଣ୍ଡ୍
👉ମହିଳା ଶାଖାର ସାଧାରଣ ସମ୍ପାଦିକା ଥିଲେ ଶ୍ରୀମୟୀ
👉ସୋସିଆଲ ମିଡିଆରେ ଟିପ୍ପଣୀକୁ ନେଇ ଚର୍ଚ୍ଚାରେ ଥିଲେ
👉‘ଧୃତରାଷ୍ଟ୍ର’ ଓ ‘ଭଣ୍ଡ ସନ୍ନ୍ୟାସୀ’ ଆଦି ପ୍ରସଙ୍ଗ ଉଠାଇଥିଲେ
*👉ବିଜେଡିରୁ ସସ୍ପେଣ୍ଡ ପରେ ସୋସିଆଲ ମିଡିଆରେ ଶ୍ରୀମୟୀଙ୍କ ପ୍ରତିକ୍ରିୟା*
*👉‘ଆତ୍ମସମ୍ମାନ ଓ ସ୍ବାଭିମାନ ସହ ସାଲିସ୍ କରି ନାହିଁ କି କରିବି ନାହିଁ’*
*👉‘ଏକ ବର୍ଷ ଧରି ଦଳରେ ନାହିଁ, ସଦସ୍ୟତା ନବୀକରଣ କରି ନାହିଁ’*
*👉‘ସେ ଦଳ ମୋତେ ନିଲମ୍ବନ କରିବା, ଜଗତେ କେବଳ ଜନେ ହସିବେ’*
*👉‘ଜଣେ ଅଣଓଡ଼ିଆଙ୍କ ପ୍ରରୋଚନାରେ ଓଡ଼ିଶାକୁ ଶାସନ କରୁଥିବା ନେତା ଜଣେ ଓଡ଼ିଆ ଝିଅର ସମ୍ମାନ ସହ ଖେଳିବା କେତେଦୂର ଠିକ୍ ବିଚାର କରନ୍ତୁ’*