ବ୍ରହ୍ମପୁର–ସୁରଟ ମଧ୍ୟରେ ଚାଲିବ “ଅମୃତ ଭାରତ ଏକ୍ସପ୍ରେସ”: ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ*
*ଓଡିଶାର ବ୍ରହ୍ମପୁରରୁ ଗୁଜରାଟର ସୁରଟ (ଉଧନା) ସହିତ ସଂଯୋଗ କରୁଥିବା “ଅମୃତ ଭାରତ ଏକ୍ସପ୍ରେସ”କୁ ୨୭ ସେପ୍ଟେମ୍ବର ୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ।*