• About
  • Advertise
  • Privacy & Policy
  • Contact
Monday, October 20, 2025
OD Times
Advertisement
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
OD Times
No Result
View All Result
Home Uncategorized

ପୁରୀ ଜିଲ୍ଲାକୁ ରେଡ଼ ଆଲଟ

OD Times by OD Times
October 2, 2025
in Uncategorized
0
0
SHARES
0
VIEWS
Share on FacebookShare on Twitter

ବଙ୍ଗୋପସାଗରରେ ଗଭୀର ଅବପାତ ଯୋଗୁଁ ପୁରୀ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ଆଲର୍ଟ ଜାରି କରାଯାଇଛି। ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ରୁ ୩ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କ ପାଇଁ କଟକଣା ଜାରି କରାଯାଇଛି।ପୁରୀ ଜିଲ୍ଲା ସାମୁଦ୍ରିକ ମତ୍ସ୍ୟ ଅଧିକାରୀଙ୍କ ସୂଚନା ଅନୁସାରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ନାମା ପରେ ସାମୁଦ୍ରିକ ମତ୍ସ୍ୟ ବିଭାଗ ସମ୍ପୂର୍ଣ୍ଣ ସଜାଗ ରହିଛି। ସମୁଦ୍ର ଭିତରକୁ ମତ୍ସ୍ୟଜୀବୀମାନେ ଯେଭଳି ନଯିବେ ସେନେଇ କଡ଼ା ନଜର ରଖାଯାଇଛି। ତେବେ ଗତକାଲି ରାତିଠାରୁ ପୁରୀରେ ଲଗାଣ ବର୍ଷା ଲାଗି ରହିଛି। ଫଳରେ ସମୁଦ୍ର ଅଶାନ୍ତ ରହିଛି। ପୁରୀ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ପୌରପାଳିକା ପକ୍ଷରୁ ମଧ୍ୟ ପ୍ରବଳ ବର୍ଷାର ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଶେଷ କରି ପ୍ରବଳ ବର୍ଷା ଯୋଗୁଁ ଜଳବନ୍ଦୀ ସ୍ଥିତି ଉପୁଜିଲେ ଜଳ ନିଷ୍କାସନ ପାଇଁ ଆବଶ୍ୟକ ସମସ୍ତ ପ୍ରସ୍ତୁତି କରାଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସୂଚନା ମିଳିଛି। ସେପଟେ ପ୍ରବଳ ବର୍ଷା ଯୋଗୁଁ ପୁରୀକୁ ଆସୁଥିବା ଭକ୍ତ ଓ ପର୍ଯ୍ୟଟକ ମାନେ ମଧ୍ୟ ଯାତାୟତରେ କିଛି ମାତ୍ରାରେ ଅସୁବିଧା ଭୋଗୁଛନ୍ତି।

Previous Post

ଓଡିଶାକୁ ୪ ହଜାର ୬୦୧ କୋଟି

Next Post

ଦଶହରାରେ ଗଡ଼ିଲା ସ୍ତ୍ରୀର ମୁଣ୍ଡ

OD Times

OD Times

Next Post

ଦଶହରାରେ ଗଡ଼ିଲା ସ୍ତ୍ରୀର ମୁଣ୍ଡ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

August 19, 2025

କ୍ୟାପିଟାଲ ରିଜିଅନ ୬ ଲେନ ରିଙ୍ଗ୍‌ ରୋଡ୍‌ ପାଇଁ କ୍ୟାବିନେଟ୍‌ ମୋହର

August 19, 2025

ସମୟ ଭିତରେ କାମ ନ ସାରିଲେ କାର୍ଯ୍ୟାନୁଷ୍ଠାନ

August 19, 2025

ବେଆଇନ ବିସ୍ପୋରକ ସାମଗ୍ରୀ ଜବତ

August 19, 2025
The Legend of Zelda: Breath of the Wild gameplay on the Nintendo Switch

The Legend of Zelda: Breath of the Wild gameplay on the Nintendo Switch

0
Shadow Tactics: Blades of the Shogun Review

Shadow Tactics: Blades of the Shogun Review

0
macOS Sierra review: Mac users get a modest update this year

macOS Sierra review: Mac users get a modest update this year

0
Hands on: Samsung Galaxy A5 2017 review

Hands on: Samsung Galaxy A5 2017 review

0

*#ଇଞ୍ଜିନିୟରିଂ_ଛାତ୍ରୀଙ୍କୁ_ଅପହରଣ_ପରେ_ଦୁଷ୍କର୍ମ !*

October 19, 2025

ଖସିଲା ପଥର

October 19, 2025

ଟିଉସନରେ ଫୁଟିଲା ଗୁଳି

October 19, 2025

ଅସ୍ତ୍ର ବିରତି ପାଇଁ ସହମତି

October 19, 2025

Recent News

*#ଇଞ୍ଜିନିୟରିଂ_ଛାତ୍ରୀଙ୍କୁ_ଅପହରଣ_ପରେ_ଦୁଷ୍କର୍ମ !*

October 19, 2025

ଖସିଲା ପଥର

October 19, 2025

ଟିଉସନରେ ଫୁଟିଲା ଗୁଳି

October 19, 2025

ଅସ୍ତ୍ର ବିରତି ପାଇଁ ସହମତି

October 19, 2025
OD Times

We bring you the best News Portal that you find for news, magazine, personal blog, etc. Check our landing page for details.

Follow Us

Browse by Category

  • Application
  • Fashion
  • Gadget
  • Gaming
  • Mobile
  • Review
  • Startup
  • Technology
  • Uncategorized
  • ଖାଦ୍ୟ
  • ଖେଳ
  • ଜୀବନଚର୍ଯ୍ୟା
  • ନ୍ୟୁଜ୍
  • ପର୍ବପର୍ବାଣୀ
  • ବିଜ୍ଞାନ
  • ବିଦେଶ
  • ବ୍ୟବସାୟ
  • ଭ୍ରମଣ
  • ମନୋରଞ୍ଜନ
  • ରାଜନୀତି
  • ସଂଗୀତ
  • ସିନେମା
  • ସ୍ୱାସ୍ଥ୍ୟ

Recent News

*#ଇଞ୍ଜିନିୟରିଂ_ଛାତ୍ରୀଙ୍କୁ_ଅପହରଣ_ପରେ_ଦୁଷ୍କର୍ମ !*

October 19, 2025

ଖସିଲା ପଥର

October 19, 2025
  • About
  • Advertise
  • Privacy & Policy
  • Contact

© 2025 OD Times - Popular News Portal, Design by Kartikdesign.

No Result
View All Result
  • Home
  • ବ୍ୟବସାୟ
  • ରାଜନୀତି
  • ବିଦେଶ
  • Fashion

© 2025 OD Times - Popular News Portal, Design by Kartikdesign.