
ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ଆଇନ ମନ୍ତ୍ରୀନ୍କ ଅପିଲ
-କଟକରେ ଶାନ୍ତି ବଜାୟ ରଖିବାକୁ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଅପିଲ୍
-ଉଦବେଗଜନକ ସ୍ଥିତିରୁ ଧିରେ ଧିରେ ସାଧାରଣ ହେଉଛି ପରିସ୍ଥିତି
-ଯଥାଯୋଗ୍ୟ ପଦକ୍ଷେପ ନେବା କଥା ପୋଲିସ ପ୍ରଶାସନ ନେଇଛନ୍ତି
-କଟକ ସମ୍ମାନରେ ଆଞ୍ଚ ନ ଆସୁ. ସମସ୍ତେ ଶାନ୍ତିଶୃଙ୍ଖଳା ବଜାୟ ରଖନ୍ତୁ
-ଅଭିଯୁକ୍ତଙ୍କ ବିରୋଧରେ କଠୋର ଶାସ୍ତି ବିଧାନ ହେବ- ପୃଥ୍ଵୀରାଜ




