
କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍*
*-ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କଲେ*
*-ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର*
*-କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି*
*-ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି*
*-ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି*
*-ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ହେବ*
*-ସହରର ଗୌରବକୁ ଅକ୍ଷୁଣ୍ଣ ରଖିବା ପାଇଁ ଆଗେଇ ଆସନ୍ତୁ.*




