
⭕ଝିଅମାନେରାତିରେ କଲେଜ _ବାହାରକୁ _ନଯାଆନ୍ତୁ
-ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭିନ୍ନ ମତ
-ଝିଅମାନଙ୍କୁ ରାତିରେ କଲେଜ ବାହାରକୁ ଯିବାକୁ ଅନୁମତି ଦିଆଯିବା ଉଚିତ ନୁହେଁ
-ରାତି ସାଢ଼େ ୧୨ ପରେ କଲେଜ ବାହାରକୁ ଯିବାର ଆବଶ୍ୟକତା ପଚାରିଲେ
-ମୁଁ ଯେତିକି ଜାଣିଛି ଘଟଣାଟି ଏକ ଜଙ୍ଗଲିଆ ଅଞ୍ଚଳରେ ଘଟିଛି
-ଘରୋଇ ମେଡିକାଲ୍ କଲେଜ ଝିଅମାନଙ୍କ ଦାୟିତ୍ବ ଠିକ୍ ଭାବେ ନେବା ଦରକାର
-ସେମାନେ ନିଜେ ମଧ୍ୟ ନିଜକୁ ସୁରକ୍ଷିତ ରଖିବା ଆବଶ୍ୟକ
-ପୁଲିସ୍ ସମସ୍ତ ଅଭିଯୁକ୍ତଙ୍କୁ ଖୋଜୁଛନ୍ତି, କାହାକୁ ଛାଡ଼ାଯିବ ନାହିଁ
-ଅନ୍ୟ ରାଜ୍ୟଗୁଡ଼ିକରେ ଏହା ଘଟିଲେ ମଧ୍ୟ ନିନ୍ଦନୀୟ
-ଏହିପରି ଘଟଣା ମଣିପୁର, ଉତ୍ତରପ୍ରଦେଶ, ବିହାର, ଓଡ଼ିଶାରେ ଘଟିଛି
-ଆମେ ମଧ୍ୟ ଭାବୁଛୁ ଯେ ସେଠାରେ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ନେବା ଉଚିତ୍