⭕ଦୁର୍ଗାପୁରରେ ଓଡ଼ିଶାର୨ଜଣିଆଟିମ୍
-ପଶ୍ଚିମବଙ୍ଗ ଦୁର୍ଗାପୁରରେ ପହଞ୍ଚିଲେ ଓଡ଼ିଶାର ୨ ଜଣିଆ ଉଚ୍ଚସ୍ତରୀୟ ଟିମ୍
-ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ବାଲେଶ୍ବର ADM ଓ ଅତିରିକ୍ତ ଏସ୍ପି ପହଞ୍ଚିଲେ
-ଆସାନସୋଲ-ଦୁର୍ଗାପୁର ପୋଲିସ କମିଶନର ଅଫିସ୍ରେ ବିଚାରବିମର୍ଶ
-ପୀଡ଼ିତାଙ୍କ ବାପା ଓ ଅନ୍ୟ କିଛି ସହଯୋଗୀ ମଧ୍ୟ ଉପସ୍ଥିତ ସୂଚନା