ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା-ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୋଲିସ-ବିକ୍ରମ ପଣ୍ଡାଙ୍କ ସମେତ ୪ ଜଣ ଗିରଫ-ପୂର୍ବତନ ମେୟର ଶିବଶଙ୍କର ଦାସ (ପିଣ୍ଟୁ) ଗିରଫ-କର୍ପୋରେଟର୍ ମଳୟ ବିଷୋୟୀ ବି ଗିରଫ-ବିକ୍ରମ ପଣ୍ଡାଙ୍କ ସହଯୋଗୀ ମଦନ ଦଳେଇ ଗିରଫ -