#କବିରାଜେନ୍ଦ୍ରପଣ୍ଡାଙ୍କ_ପରଲୋକ-ବିଶିଷ୍ଟ କବି ରାଜେନ୍ଦ୍ର କିଶୋର ପଣ୍ଡାଙ୍କ ପରଲୋକ-୮୧ ବର୍ଷ ବୟସରେ ଆଖି ବୁଜିଲେ ରାଜେନ୍ଦ୍ର କିଶୋର-୧୯୮୫ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ-କବିତା ଶୈଳକଳ୍ପ ପାଇଁ ପାଇଥିଲେ କେନ୍ଦ୍ର ସାହିତ୍ୟ ଏକାଡେମୀ