
ଆହାର ପାଇଁ ୫୧୨ କୋଟି
-କ୍ୟାବିନେଟ ବୈଠକରେ ୪ଟି ବିଭାଗର ୫ଟି ପ୍ରସ୍ତାବ ପାରିତ
-କ୍ୟାବିନେଟ୍ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ
-‘ଆହାର’ ପାଇଁ ଏଣିକି ବ୍ୟୟ ବହନ କରିବେ ରାଜ୍ୟ ସରକାର
-୨୦୨୫-୨୬ରୁ ୨୦୨୯-୩୦ ପର୍ଯ୍ୟନ୍ତ ୫ ବର୍ଷରେ ବ୍ୟୟ ହେବ ୫୧୨ କୋଟି
-‘ଆହାର’ ଭୋଜନ ମୂଲ୍ୟ ୨୩ ଟଙ୍କାରୁ ୨୭ ଟଙ୍କା ବୃଦ୍ଧି ନିଷ୍ପତ୍ତି.
-ମାତ୍ର ହିତାଧିକାରୀଙ୍କ ଅବଦାନ ୫ ଟଙ୍କାରେ ଅପରିବର୍ତ୍ତିତ
-ସରକାର ‘ଆହାର’ ବାବଦକୁ ସବସିଡିରେ ୨୨ ଟଙ୍କା ବହନ କରିବେ




