ନାଲିବତୀ 🚨ଗାଡ଼ି ନେଇ ଚାନ୍ଦା ଅସୁଲ୍ !-ବାଙ୍କୀ ଉପଜିଲ୍ଲାପାଳଙ୍କ ସରକାରୀ ନାଲିବତୀ ଗାଡ଼ି ଡ୍ରାଇଭରଙ୍କ ଦବଙ୍ଗଗିରି-ଉପଜିଲ୍ଲାପାଳଙ୍କ ଗାଡ଼ି ନେଇ ରାତିରେ ବାଲି ଟ୍ରକ୍ରୁ ଚାନ୍ଦା ଆଦାୟ ଅଭିଯୋଗ-ହାତରେ ପାଇପ୍ ଧରି ଧମକାଇବା ସହ କାଗଜପତ୍ର ମାଗି ଚାନ୍ଦା ଆଦାୟ.