
ନବୀନଙ୍କଫ୍ଲାଇଟ୍ପ୍ଲାନ୍ଦାଖଲହୋଇନଥିଲା
-ନବୀନଙ୍କ ହେଲିକପ୍ଟରକୁ କ୍ଲିଅରାନ୍ସ ଦେବାରେ ବିଳମ୍ବ ଅଭିଯୋଗ ଘଟଣା
-ଭୁବନେଶ୍ବର ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନଙ୍କ ପ୍ରତିକ୍ରିୟା
-‘ନବୀନଙ୍କ ଫ୍ଲାଇଟ୍ ଅପରେଟର ଫ୍ଲାଇଟ୍ ପ୍ଲାନ୍ ସବ୍ମିଟ୍ କରି ନଥିଲେ’
-‘ତେଣୁ ଏୟାର ଡିଫେନ୍ସ କ୍ଲିଅରାନ୍ସ ନମ୍ବର ମିଳି ନଥିଲା’
-‘କୋଅର୍ଡିନେଟ୍ କରି କୋଲକାତାରୁ ନମ୍ବର ନେଲୁ’
-ଏଥିପାଇଁ ପ୍ରାୟ ୨୫ ମିନିଟ୍ ବିଳମ୍ବ ହେଲା କହିଲେ ବିମାନ ବନ୍ଦର ନିର୍ଦ୍ଦେଶକ
-ଜାଣିଶୁଣି କ୍ଲିଅରାନ୍ସ ଦିଆଯାଇ ନଥିବା କହିଥିଲେ ବିଜେଡି ନେତା ଚିନ୍ମୟ ସାହୁ




