
ନୌଗାମ ଥାନା ବିସ୍ଫୋରଣ 💥ଦୁର୍ଘଟଣାଜନିତ- ଡିଜିପି
-ନୌଗାମ ଥାନାରେ ବିସ୍ଫୋରଣ: ଜମ୍ମୁକାଶ୍ମୀର ଡିଜିପିଙ୍କ ପ୍ରତିକ୍ରିୟା
-ବିସ୍ଫୋରଣ ‘ଦୁର୍ଘଟଣାଜନିତ’ ଥିବା ନେଇ ଗଣମାଧ୍ୟମକୁ ଦେଲେ ସୂଚନା
-ଏହି ଘଟଣାର କାରଣ ସମ୍ପର୍କରେ ଅନ୍ୟ କୌଣସି ଅନୁମାନ ଅନାବଶ୍ୟକ
-ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି, ୩୨ ଆହତ
-ପୋଲିସ ଓ ଫରେନ୍ସିକ ଟିମ୍ ଯାଞ୍ଚ କଲା ବେଳେ ବିସ୍ଫୋରଣ ଘଟିଥିଲା
-ରାତି ପ୍ରାୟ ୧୧ଟା ୨୦ ବେଳେ ଭୟଙ୍କର ବିସ୍ଫୋରଣ ଘଟିଥିଲା: ଡିଜିପି
-ବିସ୍ଫୋରଣରେ ଜଣେ SIA କର୍ମୀ, ୩ FSL କର୍ମୀ, ୨ କ୍ରାଇମ୍ସିନ୍ ଫୋଟୋଗ୍ରାଫର ମୃତ
-୨ ରାଜସ୍ବ ଅଧିକାରୀ ଓ ଜଣେ ଟେଲରଙ୍କ ମଧ୍ୟ ମୃତ୍ୟୁ ହୋଇଛି
-ବିସ୍ଫୋରଣ କେମିତି ଓ କେଉଁ ପରିସ୍ଥିତିରେ ଘଟିଲା ତଦନ୍ତ ଚାଲିଛି- ଡିଜିପି




