
ରଥଯାତ୍ରା 🛕ଦଳଚକଟା: ACFଙ୍କ ବିରୁଦ୍ଧରେ ଆକ୍ସନ
-ପୁରୀ ରଥଯାତ୍ରା ଦଳଚକଟା ଘଟଣାରେ ପୁଣି କାର୍ଯ୍ୟାନୁଷ୍ଠାନ
-ଆଉ ଜଣେ ଅଧିକାରୀଙ୍କ ବିରୋଧରେ ଆକ୍ସନ ଆରମ୍ଭ.
-ଦାୟିତ୍ୱରେ ଅବହେଳା ପାଇଁ ପୁରୀ ACFଙ୍କ ବିରୁଦ୍ଧରେ ଆକ୍ସନ
-୩୦ ଦିନ ଭିତରେ ନିଜର ପକ୍ଷ ରଖିବାକୁ ନିର୍ଦ୍ଦେଶ
-ଘଟଣା ଦିନ ACF ଅଶୋକ ବେହେରା କଣ୍ଟ୍ରୋଲ ରୁମ୍ ଦାଇତ୍ୱରେ ଥିଲେ
-ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ରିପୋର୍ଟ ପରେ ବିଭାଗୀୟ ଆକ୍ସନ
-ଏହା ସହ ଆଉ ୪ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ
-ଜଣେ ସହକାରୀ ଜିଲ୍ଲାପାଳ, ୨ ଅତିରିକ୍ତ ତହସିଲଦାର ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ




