
ହ୍ୟୁମାନଙ୍କ ମୃତ୍ୟୁର ତଦନ୍ତ ହେଉ- ପ୍ରେମ ଆନନ୍ଦ
-ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ବଢ଼ୁଛି ବିବାଦ
-ଓଟିଭିକୁ ସଂଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦଙ୍କ ପ୍ରତିକ୍ରିୟା.
-ହ୍ୟୁମାନ ସାଗର ବହୁତ ସରଳ, ତାଙ୍କୁ ଇମୋସନାଲ୍ ଟ୍ରାପ୍ କରାଯାଉଥିଲା
-ହ୍ୟୁମାନଙ୍କ ଶାରିରୀକ ଅସୁସ୍ଥତା ମୋତେ କଷ୍ଟ ଦେଉଥିଲା- ପ୍ରେମ ଆନନ୍ଦ
-ବାରମ୍ବାର ଝିଅକୁ ଦେଖା କରିବାକୁ ଚାହୁଁଥିଲେ ହ୍ୟୁମାନ
-ଝିଅକୁ ଦେଖା କରିବାକୁ କିଏ ଅଟକାଉଥିଲା କଲେ ପ୍ରଶ୍ନ.
-ହ୍ୟୁମାନଙ୍କ ମା’କୁ ଗାଳିଗୁଲଜ କରିବା ଠିକ୍ ନୁହେଁ
-ଗୋଟିଏ ବୋଲି ପୁଅକୁ ହରାଇ ମାନସିକ ଭାରସାମ୍ୟ ହରାଇଛନ୍ତି ମାଆ
-ହ୍ୟୁମାନଙ୍କ ମୃତ୍ୟୁର ତଦନ୍ତ କରାଗଲେ ସତ୍ୟାସତ୍ୟ ଜଣାପଡ଼ିବ
-ସୋସିଆଲ ମିଡିଆ ଟ୍ରୋଲ୍କୁ ବହୁତ ଡରୁଥିଲେ ହ୍ୟୁମାନ- ପ୍ରେମ ଆନନ୍ଦ




