-ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ-୧୧ଟି ବିଭାଗର ୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ-ଗୃହ ବିଭାଗ ପାଇଁ ମଧ୍ୟ ନିଯୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ-ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ମଧ୍ୟ ଯୋଗଦେଲେ