
-ବଢ଼ିଲା ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପେନସନ୍ ରାଶି
-ସୂଚନା ଦେଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
-ମାସିକ ବରିଷ୍ଠ ସେବାୟତ ଭତ୍ତା ୪ ହଜାରରୁ ୫ ହଜାରକୁ ବୃଦ୍ଧି
-୨୦୨୬ ଜାନୁଆରୀରୁ ବର୍ଦ୍ଧିତ ପେନସନ୍ ଲାଗୁ ହେବ
-ସେବାୟତଙ୍କ କନ୍ୟାମାନଙ୍କ ବିବାହ ରାଶି ୧ ଲକ୍ଷକୁ ବୃଦ୍ଧି
-ଶ୍ରୀମନ୍ଦିରକୁ ସ୍ବଇଚ୍ଛାରେ ଦାନ ପାଇଁ ATMରେ ଆସିବ ମେସେଜ୍
-ପୁରୀକୁ ଆସୁଥିବା ଶ୍ରଦ୍ଧାଳୁ ATMରୁ ଟଙ୍କା ବାହାର କଲେ ଏକ ମେସେଜ ଆସିବ
-ରସିଦ୍ ବାହାରିବା ପୂର୍ବରୁ ATMରେ ଏକ ମେସେଜ ଆସିବ
-ଶ୍ରୀମନ୍ଦିରକୁ ସ୍ବଇଚ୍ଛାରେ କିଛି ଦାନ କରିବାକୁ ଚାହୁଁଛନ୍ତି କି ବୋଲି ମେସେଜ ଆସିବ
-ଶ୍ରଦ୍ଧାଳୁ ରାଜି ହେଲେ ତାଙ୍କ କାର୍ଡରୁ ଟଙ୍କା ଦେଇପାରିବେ
-ଏନେଇ ଆମେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବ




