
-ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼; ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫା
-ବିଜେଡିରୁ ଇସ୍ତଫା ଦେଲେ ଭଦ୍ରକ ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ
-ଭଣ୍ଡାରିପୋଖରୀ ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀଙ୍କ ଇସ୍ତଫା
-ଦଳର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
-ବ୍ୟକ୍ତିଗତ କାରଣ ଦର୍ଶାଇ ଜିଲ୍ଲା ସଭାପତିଙ୍କୁ ପଠାଇଲେ ଇସ୍ତଫାପତ୍ର
-ପୂର୍ବରୁ ବନ୍ତ ବ୍ଲକ ଚେୟାରମ୍ୟାନ ମନୋରଞ୍ଜନ ଘଡ଼େଇ ଦେଇଥିଲେ ଇସ୍ତଫା




