ବିମାନ ଉଡ଼ାଣ କମ୍ପାନୀ ଉପରେ ମନ୍ତ୍ରାଳୟ ଲଗାଇଲା ରୋକ୍
* ୫ ଶହ କିମି ଭିତରେ ବିମାନ ଭଡ଼ା ୭ ହଜାର ୫ ଶହ ଟପିବନି
* ଦେଶ ଭିତରେ ସର୍ବାଧିକ ଦୂରତା ଭଡ଼ା ୧୮ ହଜାର ଟପିବନି
* ୫ ଶହରୁ ୧ ହଜାର କମି ପର୍ଯ୍ୟନ୍ତ ଭଡ଼ା ୧୨ ହଜାର ଟଙ୍କା
* ୧ ହଜାରରୁ ୧୫ ଶହ କିମି ପର୍ଯ୍ୟନ୍ତ ଭଡ଼ା ୧୫ ହଜାର ଟଙ୍କା
* ୧୫ ଶହ କିମି ଟପିଲେ ଯାତ୍ରୀ ଭଡ଼ା ୧୮ ହଜାର ଭିତରେ ରହିବ