

କାଲି ଦିନ ସାଢ଼େ ୧୧ରେ ବାରବାଟୀରେ ଭାରତୀୟ ଦଳର ନେଟ୍ ପ୍ରାକ୍ଟିସ୍
-ସୂଚନା ଦେଲେ OCA ସଭାପତି ପଙ୍କଜ ଲୋଚନ ମହାନ୍ତି
-ସନ୍ଧ୍ୟାରେ ଫ୍ଲଡ୍ ଲାଇଟ୍ରେ ଅଭ୍ୟାସ କରିବ ଦକ୍ଷିଣ ଆଫ୍ରିକା ଟିମ୍’
-ନେଟ୍ ପ୍ରାକ୍ଟିସ ଦେଖିବା ପାଇଁ ଦୁଇଟି ଗ୍ୟାଲେରୀ ଖୋଲା ରହିବ’
-ଆଜି ହାର୍ଦ୍ଦିକ ପାଣ୍ଡ୍ୟା ବାରବାଟୀ ଯାଇ ଅଭ୍ୟାସ କରିବେ’
-ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ପୂରା ମ୍ୟାଚ୍ ଦେଖିବେ, ନିଶ୍ଚିତ କରିଛନ୍ତି’
ନ




