*-ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ**-ମାର୍ଚ୍ଚ ୧୧ ତାରିଖରେ ଓଡ଼ିଆକୁ ଛାଡ଼ି ଅନ୍ୟ ସମସ୍ତ ମାତୃଭାଷା ୨୩କୁ ଘୁଞ୍ଚିଲା**-ସେହିପରି ସମସ୍ତ ବିଭାଗରେ ମାର୍ଚ୍ଚ ୨୧ ପରୀକ୍ଷା ୨୫ ତାରିଖକୁ ଘୁଞ୍ଚିଲା**-ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା*