
-କଂଗ୍ରେସରୁ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତିଙ୍କ ପ୍ରତିକ୍ରିୟା*
*-ସାମ୍ବାଦିକଙ୍କ ପ୍ରଶ୍ନରେ ସେ କିଏ କହି ପଚାରିଲେ ଭକ୍ତ ଦାସ*
*-ସେ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି’*
*‘-ନିଜ କଥା ରଖିବାର ସବୁ ସଦସ୍ୟଙ୍କ ନିକଟରେ ଅଧିକାର ଅଛି’*
*‘-ଦଳୀୟ ନେତୃତ୍ବ ସେମାନଙ୍କ କଥା ନିଶ୍ଚିୟ ଶୁଣିବେ’*
*-ସୋନିଆଙ୍କୁ ଚିଠି ଲେଖିବାରେ କୌଣସି ସମସ୍ୟା ନାହିଁ’*
*-‘କିନ୍ତୁ ଚିଠିକୁ ମିଡିଆରେ ପ୍ରଘଟ କରିବାର କ’ଣ ଆବଶ୍ୟକତା ଥିଲା’*
*-କାରଣ ସେ ଦଳରେ ରହିବାକୁ ଚାହୁଁ ନଥିଲେ- ଭକ୍ତ.*
*-ରାହୁଲ ଗାନ୍ଧିଙ୍କ ବିଷୟରେ ସେ କ’ଣ ଜାଣନ୍ତି ବୋଲି ପ୍ରଶ୍ନ କଲେ ଭକ୍ତ.*
*‘-ରାହୁଲ ଗାନ୍ଧି ଦେଶ ସାରା ପଦଯାତ୍ରା କରି ଲୋକଙ୍କୁ ସଚେତନ କଲେ’*
*‘-ଏହା କ’ଣ କଠିନ ପରିଶ୍ରମ ନୁହେଁ, ଚିଠି ଲେଖି ସେ ରାହୁଲଙ୍କୁ ଗାଇଡ୍ କରିବେ ?’*
*-ଏହା ବିରୋଧୀଙ୍କ କାମ କହି ମୋକିମଙ୍କୁ ସମାଲୋଚନା କଲେ ଭକ୍ତ.*
*‘-ଯଦି କେହି ନିଜ ନେତାଙ୍କ କଠିନ ପରିଶ୍ରମ ଓ ତ୍ୟାଗ ଦେଖିପାରୁନି, ସେମାନଙ୍କୁ କଣ କୁହାଯିବ’*




