
-ନୂଆ ଦଳ ଗଠନ ନେଇ ମହମ୍ମଦ ମୋକିମ୍ଙ୍କ ବଡ଼ ସୂଚନା
-ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ କହିଲେ ମୋକିମ୍
-‘ନୂଆ ଦଳ ନେଇ ସମୀକରଣ ଚାଲିଛି, ପୂରା ରାଜ୍ୟରୁ ମତାମତ ନିଆଯାଉଛି’
-‘ବଡ଼ କାର୍ଯ୍ୟକ୍ରମ ପୂର୍ବରୁ ଅନେକ ପରାମର୍ଶ ଆବଶ୍ୟକ’
-‘ପର୍ଯ୍ୟାୟ କ୍ରମେ ଆଗକୁ ବଢୁଛୁ, ମାର୍ଚ୍ଚ ଶେଷ ସୁଦ୍ଧା ବ୍ୟବସ୍ଥା ହୋଇ ସାରିଥିବ’
-ନୂଆ ରାଜନୈତିକ ଦଳର ଭିତ୍ତିଭୂମି ପଡ଼ିବ- ମୋକିମ୍
-‘ଆସନ୍ତା ୧୨ ତାରିଖ ଯୁବ ସମାବେଶରେ ଏକାଠି ହେବେ ଯୁବକ’
-‘ଉପକୂଳ ଓଡ଼ିଶାର ଅନେକ ଯୁବ ନେତା ଏକାଠି ହେବେ’
-ଓଡ଼ିଶାର ଭବିଷ୍ୟତ ନେଇ ଆଲୋଚନା କରିବୁ- ମୋକିମ୍
-ପରବର୍ତ୍ତୀ ସମୟରେ ମହିଳା ସମ୍ମିଳନୀ ହେବ, ଚାଷୀଙ୍କୁ ଭେଟିବୁ
-‘ଏଜେଣ୍ଡା ଓ ଆମ କର୍ତ୍ତବ୍ୟ କଣ ହେବା ଉଚିତ୍ ପ୍ରସ୍ତୁତ କରି ସାମ୍ନାକୁ ଆସିବୁ’




