ଛାତ୍ରଛାତ୍ରୀ ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ୍ କର୍ତ୍ତୃପକ୍ଷ ସପ୍ତାହେ ପିଲା ସ୍କୁଲ୍ରେ ଅନୁପସ୍ଥିତ ରହିଲେ ଘରକୁ ଯିବେ ଶିକ୍ଷକ ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ଚିଠି ଲେଖିଲା ସ୍କୁଲ୍ ଓ ଗଣଶିକ୍ଷା ବିଭାଗ କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ବୁଝିବେ ସ୍କୁଲ୍ କର୍ତ୍ତୃପକ୍ଷ