-ଭୁବନେଶ୍ବର ଏୟାରଫିଲ୍ଡ ଥାନା ଆଜାଦ ନଗର ବିସ୍ଫୋରଣ ଘଟଣା
-ଅପରାଧିକ କାର୍ଯ୍ୟ ପାଇଁ ବୋମା ଭିଡ଼ିଲା ବେଳେ ବିସ୍ଫୋରଣ ଘଟିଥାଇ ପାରେ -ଫିଲ୍ଡ ଭିଜିଟ୍ ପରେ ପ୍ରତିକ୍ରିୟା ରଖିଲେ ଭୁବନେଶ୍ବର ଡିସିପି
-ଅପରାଧିକ ପୃଷ୍ଠଭୂମି ଦେଖିଲା ପରେ ଏପରି ଆଶଙ୍କା କରାଯାଉଛି କହିଲେ
-‘ମୁଖ୍ୟ ଅଭିଯୁକ୍ତ ସେହନବାଜ ମଲିକ ନାଁରେ ଏକାଧିକ ଅପରାଧିକ ମାମଲା’
-‘ନୟାପଲ୍ଲୀ, ମୈତ୍ରିବିହାର ଥାନା ଅଞ୍ଚଳରେ ଅପରାଧିକ ମାମଲା ରହିଛି’
-ହତ୍ୟା ଉଦ୍ୟମ ଓ ବିସ୍ଫୋରଣ ଘଟାଇବା ପରି ମାମଲା ରହିଛି- ଡିସିପି -‘ସେହନବାଜ, ତାଙ୍କ ମାଆ, ବାନ୍ଧବୀ ଓ ସାଙ୍ଗ ଗୁରୁତର ଆହତ ହୋଇଛନ୍ତି’
-୫ ମହଲା ବିଶିଷ୍ଟ କୋଠାରେ କିପରି ଭଡ଼ାରେ ରହି ଏହା ଚଳାଇଥିଲେ ଅସ୍ପଷ୍ଟ





