-ପୁରୀ ବାଲିସାହି ଶ୍ୱେତଗଙ୍ଗା ଠାରେ ପିଣ୍ଡ ଦାନ କରିବେ ରାଷ୍ଟ୍ରପତି
-ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ
-‘ଫେବ୍ରୁଆରୀ ୪ ତାରିଖ ସକାଳ ୭ଟାରେ ରାଷ୍ଟ୍ରପତି ପିଣ୍ଡଦାନ କରିବେ’
-‘ପିଣ୍ଡ ଦାନ ପରେ ୭ଟା ୪୦ରେ ରାଷ୍ଟ୍ରପତି ମହାପ୍ରଭୁଙ୍କୁ ଦର୍ଶନ କରିବେ’
-‘ସିଂହଦ୍ୱାର ଠାରେ ରାଷ୍ଟ୍ରପତିଙ୍କୁ ଗଜପତି ମହାରାଜା ସ୍ବାଗତ କରିବେ’
-‘ଗର୍ଭଗୃହ ଭିତରକୁ ଯାଇ ରାଷ୍ଟ୍ରପତି ଶ୍ରୀଜୀଉଙ୍କୁ ଦର୍ଶନ କରିବେ’
-‘ସେଦିନ ସକାଳ ୪ଟା ସୁଦ୍ଧା ଜୟ ବିଜୟ ଦ୍ୱାର ଫିଟା ନୀତି କରାଯିବ’
-‘ସୁରକ୍ଷା ଦୃଷ୍ଟି କୋଣରୁ ସକାଳ ୬ଟା ସୁଦ୍ଧା ଶ୍ରୀମନ୍ଦିର ଶୋଧ କରାଯିବ’
-‘କୌଣସି ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡ଼ାଯିବ ନାହିଁ’
-‘ସକାଳ ୮ଟା ୨୦ ସୁଦ୍ଧା ଦର୍ଶନ ସାରି ରାଷ୍ଟ୍ରପତି ଶ୍ରୀମନ୍ଦିରରୁ ଫେରିବେ’





