
-ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର*
-୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ
-ଖୁବ୍ଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା
-ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ପର୍ଯ୍ୟଟନ ବିଭାଗର ଚିଠି
-୩୫ ହଜାର ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଯିବ
-ପଞ୍ଚାୟତସ୍ତରରେ ହିତାଧିକାରୀ ଚୂଡ଼ାନ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ




