
- NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା
- ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହେଲା ସୂଚନା
- ବରିଷ୍ଠତା ଭିତ୍ତିରେ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି.
- ଆୟୁଷ ଡାକ୍ତରମାନଙ୍କ ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା
- ବରିଷ୍ଠ ଡାକ୍ତରଙ୍କ ଦରମା ୪୦ ହଜାର ଟଙ୍କା ବୃଦ୍ଧି ପାଇ ୯୧, ୪୬୭ ଟଙ୍କା .
- ରାଜ୍ୟରେ ବର୍ତ୍ତମାନ ୨୯୧୨ ଜଣ ଆୟୁଷ ଡାକ୍ତର କାର୍ଯ୍ୟ କରୁଛନ୍ତି
- ଆୟୁଷ ସ୍ବାସ୍ଥ୍ୟସେବାରେ ଅଧିକ ଉନ୍ନତି ଆସିବ କହିଲେ ମୁଖ୍ୟମନ୍ତ୍ରୀ.




