-ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ
-ଗତକାଲି ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ
-ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା
-ପରୀକ୍ଷାରୁ ଗୀତାଙ୍କ ମସ୍ତିସ୍କାଘାତ ହୋଇଥିବା ଜଣାପଡ଼ିଥିଲା
-ଏବେ କଟକର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ