
- ୩ ତାରିଖ ଦୋଳ ପୂର୍ଣ୍ଣିମାରେ କେତୁଗ୍ରସ୍ତ ଚନ୍ଦ୍ର ଗ୍ରହଣ
- ପୁରୀକୁ ଦିନ ୩ଟା ୨୦ ମିନିଟ୍ ୧୭ ସେକେଣ୍ଡରେ ସ୍ପର୍ଶ କରିବ
- ସୂର୍ଯ୍ୟୋଦୟ ପରଠୁ ପାକତ୍ୟାଗ ଓ ଦେବନୀତି ନିଷେଧ ରହିବ
- ଗ୍ରହଣ ସର୍ବମୋକ୍ଷ ପରେ ମହାପ୍ରଭୁଙ୍କର ରାଜାଧିରାଜ ବେଶ ଅନୁଷ୍ଠିତ ହେବ
- ରାତି ୮ଟାରୁ ୯ଟା ୩୦ ମଧ୍ୟରେ ରାଜାଧିରାଜ ବେଶ ଅନୁଷ୍ଠିତ ହେବ
- ଚଳନ୍ତି ପ୍ରତିମା ରାତି ୧୦ଟାରେ ଦୋଳବେଦୀରେ ବିଜେ କରିବେ




