ଝାରସୁଗୁଡ଼ା ଦୁର୍ଘଟଣାରେ ମୃତ ୫ ପୋଲିସଙ୍କ ପରିବାରକୁ ଅନୁକଂପା ରାଶି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫ ଲକ୍ଷ ଲେଖାଏଁ ଅନୁକଂପା ରାଶି ଘୋଷଣା ୫ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ପ୍ରାଣହାନି ଘଟଣାରେ ଦୁଃଖ ପ୍ରକାଶ କଲେ