
- ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନତ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି
- ୪୮ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଆହୁରି ହେବ ସକ୍ରିୟ
- ପ୍ରଭାବରେ କାଲିଠୁ ୮ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
- ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡିରେ ବର୍ଷା ସମ୍ଭାବନା
- ମୟୂରଭଞ୍ଜ, କେଉଁଝର, ବାଲେଶ୍ଵର , ଭଦ୍ରକ ଜିଲ୍ଲାରେ ବର୍ଷା ସମ୍ଭାବନା
- ୨୪ରେ ଯାଜପୁର, କଟକ, ମୟୂରଭଞ୍ଜରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା




