
ଖଣି ଅଧିକାରୀଙ୍କ ଘରୁ ମିଳିଲା ୪କୋଟି
-ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କ ଘରୁ ୪ କୋଟିରୁ ଊର୍ଦ୍ଧ୍ବ ଟଙ୍କା ଜବତ
-ଭୁବନେଶ୍ୱର ସ୍ଥିତ ଫ୍ଲାଟ୍ରେ ଟ୍ରଲି ବ୍ୟାଗ୍ରୁ ମିଳିଲା ୪ କୋଟି ଟଙ୍କା
-କଟକ ସର୍କଲ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରୁ ଜବତ
-ଓଡ଼ିଶା ଭିଜିଲାନ୍ସ ଇତିହାସରେ ସର୍ବାଧିକ ଟଙ୍କା ଜବତ
-ଖଣି ଅଧିକାରୀଙ୍କ ଅଫିସ୍ରୁ ୧ ଲକ୍ଷ ୨୦ ହଜାର ଟଙ୍କା ଜବତ
-୧୩୦ ଗ୍ରାମ୍ ସୁନା ମଧ୍ୟ ଜବତ ହୋଇଥିବା ସୂଚନା
-ଗତକାଲି ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଥିଲା ଭିଜିଲାନ୍ସ




