
-ରାଜନଗର ଚାଷୀ ମୃତ୍ୟୁକୁ ନେଇ ସମବାୟ ମନ୍ତ୍ରୀଙ୍କ ବୟାନ
-ମଣ୍ଡିରେ ଦିନ ଦିନ ଧରି ଅପେକ୍ଷା କରି ଚାଷୀଙ୍କ ମୃତ୍ୟୁ ହୋଇନି କହିଲେ
-‘ଅନ୍ୟ ରୋଗ ଯୋଗୁଁ ଚାଷୀ ତ୍ରିଲୋଚନ ନାୟକଙ୍କ ଦେହାନ୍ତ ହୋଇଛି’
-‘ମଣ୍ଡିରେ ଅପେକ୍ଷା କରି କେହି ମରନ୍ତି ନାହିଁ, ସମବାୟ ବିଭାଗ ତଦନ୍ତ କରୁଛି’
-ସ୍ଥାନ ନଥିବାରୁ ଧୀରେ ଧୀରେ ଧାନ ଉଠୁଥିଲା- ସମବାୟ ମନ୍ତ୍ରୀ
-ତିନି ଦିନ ତଳୁ ଧାନ ସ୍ୱାଭାବିକ ଭାବେ ଉଠୁଛି- ସମବାୟ ମନ୍ତ୍ରୀ




