
କମ୍ପ୍ୟୁଟରରେ ୬ ଘଣ୍ଟାରେ ଥରେ ହୋଇଯିବ ଲଗଆଉଟ୍..
ଆସନ୍ତା ମାର୍ଚ୍ଚ ପହିଲାରୁ ଲାଗୁ ହେବ ନୂଆ ନିୟମ.. ‘ସିମ୍ ବାଇଣ୍ଡିଂ’ ନିୟମ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି.!
ନୂତନ ନିୟମ ଅନୁଯାୟୀ ମୋବାଇଲ୍ ଫୋନରେ ସିମ୍ କାର୍ଡ ନଥିଲେ ହ୍ୱାଟସଆପ୍, ଟେଲିଗ୍ରାମ୍ , ସିଗନାଲ୍ , ସ୍ନାପଚାଟ୍, ସେୟାରଚାଟ୍, ଜିଓଚାଟ୍, ଆରଟଇ ଓ ଜୋସ୍ ଭଳି ମେସେଜିଂ ଆପ୍ ଆଉ କାମ କରିବ ନାହିଁ।
ସାଇବର୍ ଠକେଇର ମୁକାବିଲା ଲାଗି ସରକାର ଏହି କଠୋର ନିୟମ ଆଣିଛନ୍ତି ।




