ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହେବାକୁ ଯାଉଛି 'ବୃନ୍ଦାବନ ମହୋତ୍ସବ' । ବୃନ୍ଦାବନ ଗୁରୁକୂଳ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୁଲ୍ୟରେ ଆୟୋଜିତ ହେଉଛି ଏହି କାର୍ଯ୍ୟକ୍ରମ । ଏହି ସାଂସ୍କୃତିକ ସନ୍ଧ୍ୟାରେ ମୁଖ୍ୟ ଆକର୍ଷଣ ସାଜିବେ ବିଶିଷ୍ଟ କଣ୍ଠଶିଳ୍ପୀ ପଦ୍ମଶ୍ରୀ ହରିହରନ ।RPNayak@