କର୍ଣ୍ଣାଟକରେ ୧୬ ବର୍ଷରୁ କମ୍ ଶିଶୁଙ୍କ ପାଇଁ ସୋସିଆଲ୍ ମିଡିଆ ବ୍ୟାନ ରାଜ୍ୟ ବଜେଟ୍ ଆଗତ ବେଳେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ବଡ଼ ଘୋଷଣା ଦେଶର ପ୍ରଥମ ରାଜ୍ୟ ଭାବେ କର୍ଣ୍ଣାଟକ ସରକାରଙ୍କ ପଦକ୍ଷେପ ସୋସିଆଲ୍ ମିଡିଆର ନକରାତ୍ମକ ପ୍ରଭାବରୁ ଶିଶୁଙ୍କୁ ଦୂରରେ ରଖିବାକୁ ନିଷ୍ପତ୍ତି