- ଆସନ୍ତାକାଲିଠୁ ୯ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
- କାଲି ପାଇଁ ୧୨ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି
- ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଯାଜପୁର
- ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀକୁ ୱାର୍ଣ୍ଣିଂ
- ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା
- ଅନ୍ୟ ୧୮ଟି ଜିଲ୍ଲାର ପାଗ ମୁଖ୍ୟତଃ ଶୁଖିଲା ରହିବା ସମ୍ଭାବନା
- ୮ ତାରିଖ ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
- ୯ ତାରିଖରେ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୦ ତାରିଖରେ ପାଗ ଶୁଖିଲା




