
👉
- ପାରାଦୀପରେ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ସମ୍ବୋଧନ
- ଆପଣମାନଙ୍କ ଆଶୀର୍ବାଦରେ ବିଜେପି ଓଡ଼ିଶାରେ ଶାସନ କରୁଛି
- ବିଜେପି ସରକାର ସଠିକ୍ ଦିଗରେ ଓଡ଼ିଶାକୁ ଆଗେଇ ନେଉଛି
- ଗୁଜରାଟ ଭଳି ଓଡ଼ିଶାର ମଧ୍ୟ ବିକାଶ ହେବ
- ଗୁଜରାଟ ଭଳି ଓଡ଼ିଶାର ପ୍ରତିଟି ଗାଁରେ ଡାଏରୀ ପହଞ୍ଚିବ
- ୩୬ ଲକ୍ଷ ଗ୍ରାମୀଣ ମହିଳା ଅମୁଲକୁ ଆନ୍ଦୋଳନରେ ପରିଣତ କରିଛନ୍ତି
- ଓଡ଼ିଶାରେ ବି ଗ୍ରାମୀଣଙ୍କ ଜନଜୀବନକୁ ସମୃଦ୍ଧ କରାଯିବ
- ବିକଶିତ ରାଜ୍ୟ ମଧ୍ୟରେ ଓଡ଼ିଶା ବି ସ୍ଥାନ ପାଇବ




