ଜଳସମ୍ପଦ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କଘରେ ରେଡ୍!

ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଘରେ ଭିଜିଲାନ୍ସ ଚଢାଉ

ଆୟ ବର୍ହଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ

ଘର ସମେତ ଅଫିସରେ ବି ଚାଲିଛି ରେଡ୍

୭ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ

ଭୁବନେଶ୍ୱର ସମେତ କେନ୍ଦ୍ରାପଡ଼ାରେ ବି ଚାଲିଛି ରେଡ୍