
- ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ମାଗିଲା NCERT
- NCERT ନିର୍ଦ୍ଦେଶକ ଓ ସଦସ୍ୟଙ୍କ ନିସର୍ତ୍ତ କ୍ଷମା ପ୍ରାର୍ଥନା
- ନ୍ୟାୟପାଳିକା ସମ୍ବନ୍ଧୀୟ ବିବାଦୀୟ ଚାପ୍ଟରକୁ ନେଇ କ୍ଷମା ପ୍ରାର୍ଥନା
- ବିତରଣ ହୋଇଥିବା ସମସ୍ତ ପୁସ୍ତକ ପ୍ରତ୍ୟାହାର ହୋଇଛି ଜଣାଇଲା
- ବିବାଦୀୟ ଚାପ୍ଟରକୁ ନେଇ କ୍ଷୁବ୍ଧ ହୋଇଥିଲେ ସୁପ୍ରିମକୋର୍ଟ
- ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କିଏ ଉତ୍ତରଦାୟୀ ଜଣାଇବାକୁ କହିଥିଲେ




